ଆନ୍ଦୋଳନରୁ ଓହରିଲା ORS ସଙ୍ଘ.

Spread the love

ଜେଏମଜେ ବ୍ୟୁରୋ : ଓଆରଏସ ସଂଘ ଆନ୍ଦୋଳନରୁ ଓହରିଲା । ଜରୁରୀ ସେବାରେ ଯୋଗ ଦେବେ । ମନ୍ତ୍ରୀଙ୍କ ଅନୁରୋଧ କ୍ରମେ କାଯ୍ୟରେ ଯୋଗଦେବେ । ରଥଯାତ୍ରା ଓ ବନ୍ୟାଞ୍ଚଳରେ ଅଫିସରେ କାଯ୍ୟରେ ଯୋଗଦେବେ । ଓଏଏସ ସଂଘର ଦାବିକୁ ସମର୍ଥନ କରୁଛି ଓଆରଏସ ସଂଘ । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟମାରେ ଓଏଏସ ସଂଘ ଚେତାବନୀ ଦେଇଛନ୍ତି ।
ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ପ୍ରସ୍ତାବ ପାରିତ ହୋଇଛି । ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ, ସାଧାରଣ ସେବା ବ୍ୟବସ୍ଥା ଉପରେ ଲେଖିଲେ । ଫିଲ୍ଡରେ କାଯ୍ୟରତ ଅଫିସରଙ୍କୁ ପଯ୍ୟାପ୍ତ ସୁରକ୍ଷା ଦେବାକୁ ଦାବି କରିଛନ୍ତି । ସରକାର ତ୍ୱରିତ ପଦକ୍ଷେପ ନେବେ ବୋଲି ଆଶାବାଦୀ ଅଛନ୍ତି ଓଏଏସ ସଂଘ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ