ଅତିରିକ୍ତ କମିସନର ରତ୍ନାକର ସାହୁ ଅସୁସ୍ଥ

Spread the love

ଜେଏମଜେ ବ୍ୟୁରୋ : ରତ୍ନାକର ସାହୁ ଅସୁସ୍ଥ। ଅତିରିକ୍ତ କମିସନର ରତ୍ନାକର ସାହୁ ବେହୋସ୍। BMC ଅଫିସରେ କାମ କରୁଥିବା ବେଳେ ଚେତାଶୂନ୍ୟ ହେଲେ ଅତିରିକ୍ତ କମିସନର ରତ୍ନାକର ସାହୁ।ଦୁଇ ଦିନ ତଳେ BMC ଅଫିସରେ ଅତିରିକ୍ତ କମିସନରଙ୍କୁ ହୋଇଥିଲା ଆକ୍ରମଣ। ବିଧା ଗୋଇଠା ଥୋଇ ଦେଇଥିଲେ ଆକ୍ରମଣକାରୀ। ଯାହାକୁ ନେଇ ଏବେ ପୁରା ରାଜ୍ୟରେ ହଇଚଇ।

ଏହି ଘଟଣାକୁ ପ୍ରତି ମହଲରୁ ନିନ୍ଦା କରାଯାଉଥିବା ବେଳେ, OAS ସଂଘ ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ସାହୁକୁ ଗିରଫ ଦାବି କରୁଛି। ଆଉ ଏହାରି ଭିତରେ BMC ଅଫିସରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଛନ୍ତି ଆକ୍ରମଣର ଶିକାର ହୋଇଥିବା ରତ୍ନାକର ସାହୁ। ଅସୁସ୍ଥ ରତ୍ନାକର ସାହୁଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…