ଶରଧାବାଲିରେ ଦଳାଚକଟା ଘଟଣା: ହସ୍ତକ୍ଷେପ କଲେ ରାଜ୍ୟ ମାନବାଧିକାର କମିଶନ

Spread the love

ଜେଏମଜେ ବ୍ୟୁରୋ : ପୁରୀରେ ଶରଧାବାଲିରେ ଦଳାଚକଟା ମାମଲାରେ ରାଜ୍ୟ ମାନବାଧିକାର ଆୟୋଗ ହସ୍ତକ୍ଷେପ କରିଛନ୍ତି । ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ମାଗିଥିବା ଜଣାପଡିଛି । ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ରିପୋର୍ଟ ତଲବ କରିଛନ୍ତି ଓଏଚ୍ଆରସି । ଏହା ସହ ଯେପରି ଘଟଣାର ପୁନରାବୃତ୍ତି ନ ଘଟିବ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି

ସୁରକ୍ଷା ବ୍ୟବସ୍ଥାରେ କାହିଁକି ତ୍ରୁଟି ରହିଲା ସେ ନେଇ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଅଘଟଣ ପରେ କ’ଣ ପଦକ୍ଷେପ ନିଆଯାଇଛି ଓ ଆହତଙ୍କ ଉତ୍ତମ ଚିକିତ୍ସା ପାଇଁ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବାକୁ ଓଏଚ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ଏପରି ଘଟଣା ଯେମିତି ପୁନରାବୃତ୍ତି ନ ହୁଏ ସେଥିପ୍ରତି ଆଗୁଆ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ଜଣେ ଆଇନଜୀବୀଙ୍କ ଆବେଦନ ଉପରେ ଶୁଣାଣି କରି ଓଏଚଆରସି ରିପୋର୍ଟ ତଲବ କରିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 6 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ