ଜଗନ୍ନାଥ ପ୍ରଧାନ ବିରୋଧରେ ଲାଗିଛି BNS ର ୧୧ଟି ଦଫା

Spread the love


ଭୁବନେଶ୍ୱର:(ଜେଏମଜେ ନ୍ୟୁଜ): ଜୁନ ୩୦ରେ BMC ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଜେଲ୍ ଗଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଡିସିପି ଅଫିସରେ ଆତ୍ମସମର୍ପଣ କରିବା ପରେ ପୋଲିସ ଗିରଫ କରିଛି ।
ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଷଷ୍ଠ ଅଭିଯୁକ୍ତ ଭାବେ ଜଗନ୍ନାଥ ପ୍ରଧାନ ଗିରଫ ହୋଇଛନ୍ତି । ପ୍ରକାଶଥାଉକି, କାଲି ରାତିରେ ଜଗନ୍ନାଥ ପ୍ରଧାନ ଡିସିପି ଅଫିସ ଆସିଥିଲେ ।
ଗିରଫ ଯଦି ସମସ୍ୟାର ସମାଧାନ ତାହେଲେ ସହଯୋଗ କରିବି ବୋଲି କହି ଅଫିସ ଭିତରକୁ ଯାଇଥିଲେ ।

ଝାରପଡ଼ା ଜେଲରେ ଜଗନ୍ନାଥ ପ୍ରଧାନ- ଏହାପରେ ବିଜେପି କର୍ମୀ ରାସ୍ତା ଅବରୋଧ କରିବା ସହିତ ରାଜରାସ୍ତାରେ ଧାରଣା ଦେଇଥିଲେ । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । କୋର୍ଟରେ ଜଗନ୍ନାଥ ପ୍ରଧାନଙ୍କ ଜାମିନ ନାମଞ୍ଜୁର ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ । ତେବେ ଏହା ପରେ ଜଗନ୍ନାଥଙ୍କ ଓକିଲଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି । ସେସନ୍ସ କୋର୍ଟକୁ ଯିବୁ କହିଲେ ଜଗନ୍ନାଥ ପ୍ରଧାନଙ୍କ ଓକିଲ… ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ୧୧ଟି ଦଫା ଲାଗିଛି । ଭାରତୀୟ ନ୍ୟାୟ ସଂହିତା (ବିଏନଏସ) ଦଫା- ୩୩୩ ଓ ୧୩୨ ଲାଗିଛି -ଏହା ସହ ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ୧୯୦/୩(୫) ଦଫା ମଧ୍ୟ ଲାଗିଛି ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 6 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ