୨୦୨୪-୨୫ ବଜେଟର ବ୍ୟୟମଞ୍ଜୁରୀ ବିଲ ପାରିତ :

Spread the love

(ଜେଏମଜେ ବ୍ୟୁରୋ) ତିନି ଦିନର ବିରତି ପରେ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଜାରି ରହିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍। ସବୁ ବିଭାଗର ଖର୍ଚ୍ଚଦାବି ଆଲୋଚନା ମଧ୍ୟରେ ବ୍ୟୟ ମଞ୍ଜୁରୀ ବିଲକୁ ଗୃହରେ ପାରିତ ହୋଇଛି।
ଗୃହରେ ଆଗତ ହୋଇଛି। ୨୦୨୪-୨୫ ବଜେଟର ବ୍ୟୟମଞ୍ଜୁରୀ ବିଲ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଲକୁ ଗୃହରେ ଆଗତ କରିଛନ୍ତି

ସୂଚନା ଅନୁସାରେ, ଗତ ଜୁଲାଇ ୨୫ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ। ୨ଲକ୍ଷ ୬୫ହଜାର କୋଟି ଟଙ୍କା ବ୍ୟୟବରାଦ ରହିଛି ବଜେଟରେ। ଗତବର୍ଷ ତୁଳନାରେ ଏହା ୧୫ ପ୍ରତିଶତ ଅଧିକ। ବଜେଟରେ ନୂଆ ସରକାର ୧୯ଟି ନୂଆ ଯୋଜନା ଆଣିବାକୁ ଘୋଷଣା କରିଛନ୍ତି। ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ପାରିତ ହୋଇଥିବାବେଳେ ଗିଲୋଟିନରେ ୨୩ଟି ବିଭାଗର ଖର୍ଚ୍ଚଦାବି ଗୃହୀତ ହୋଇଛି।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ