ପୁନଃ ପରୀକ୍ଷା ଦାବୀ କରି ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ.

Spread the love

ଜେଏମଜେ ବ୍ୟୁରୋ :ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି ପୁନଃ ପରୀକ୍ଷା କରିବାକୁ ଦାବି କରିଛନ୍ତି ।
ତେବେ ଗୋଟେ ପଟେ ତ ଚାକିରୀ ମିଳିବା କଷ୍ଟସାଧ୍ୟ ଆଉ ତା ଉପରେ ପୁଣି ଚାକିରୀରେ ଚାଲିଥିବା ଘୋଟାଲା ଯୁବ ପିଢ଼ି ଙ୍କ ବର୍ଷ ବର୍ଷର କଷ୍ଟକୁ ଯେପରି ପରିହାସ କରୁଛି। ଯେଉଁ କାରଣରୁ ବହୁ ମେଧାବୀ ହତୋତ୍ସାହ ହେଉଛନ୍ତି। ଏହି କ୍ରମରେ ଏବେ ସବଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ ତଥା ଓଟ୍ରିପଲ-ଏସସି ଦ୍ଵାରା ପ୍ରକାଶିତ କମ୍ବାଇଣ୍ଡ ଏକ୍ଜାମିସନ ଗ୍ରୁପ ସି ରେଜଲ୍ଟ କୁ ନେଇ ଏବେ ପୁଣି ହଟଚମଟ ସୃଷ୍ଟି ହୋଇଛି। ଫରେଷ୍ଟ ଗାର୍ଡ, ଫରେଷ୍ଟର ଓ ଲାଇଭ ଷ୍ଟକ୍ ଇନ୍ସପେକ୍ଟର ରେଜଲ୍ଟ ରେ ଘୋଟାଲା ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପରୀକ୍ଷାର୍ଥୀ। ପରୀକ୍ଷାରେ ଦୁର୍ନୀତିର ଗନ୍ଧ ବାରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

  • Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବେ ବିରୋଧୀ

    • By jmjnewso
    • September 19, 2026
    • 28 views
    ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ:  ସରକାରଙ୍କୁ ଘେରିବେ ବିରୋଧୀ

    ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ

    • By jmjnewso
    • September 19, 2026
    • 42 views
    ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ

    ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ସ୍ଥଗିତ

    • By jmjnewso
    • September 19, 2026
    • 31 views
    ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ସ୍ଥଗିତ

    ସକ୍ରିୟ ହେଉଛି ବାତ୍ୟା ‘ଅର୍ଣ୍ଣବ’!

    • By jmjnewso
    • September 19, 2026
    • 60 views
    ସକ୍ରିୟ ହେଉଛି ବାତ୍ୟା ‘ଅର୍ଣ୍ଣବ’!

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 70 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 48 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା