ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ: ମନମୋହନ

Spread the love


ଜେଏମଜେ ବ୍ୟୁରୋ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ହେଉଥିବା ସମାବେଶରେ ବିଜେପିକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହ ବିଜେପି ସରକାର ଉପରେ ବିଭିନ୍ନ ଆରୋପ ମଧ୍ୟ ଲଗାଇଛନ୍ତି । ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି ଓଡିଶାର କଂଗ୍ରେସର କୌଣସି ସ୍ଥାନ ନାହିଁ ।
ସୁଯୋଗ ମିଳିଲେ ବି କଂଗ୍ରେସ କ୍ଷମତାକୁ ଆସି ପାରିବନି । ୧୯ ବର୍ଷ ବିରୋଧୀ ଆସନରେ ଆସିବା ପରେ ବି କ୍ଷମତାକୁ ଆସି ପାରିଲେନି । ଆସି ଆଜି ସେମାନେ ତୃତୀୟରୁ କିପରି ଏକ ନମ୍ବରକୁ ଯିବେ ।

ଏହା ସହ ଭୁବନେଶ୍ୱର ଏମସ ବାଜପେୟୀ କରିଥିଲେ, ଦିଲ୍ଲୀ ପରେ ଏହା ଥିଲା ୨ୟ ଏମସ । ମିଥ୍ୟା ଉପରେ କଂଗ୍ରେସ ଦଳ ଆଧାରିତ । ଭ୍ରଷ୍ଟାଚାର , ବ୍ୟଭିଚାର ଯୋଗୁଁ କଂଗ୍ରେସକୁ କେହି ଗ୍ରହଣ କରୁନାହାନ୍ତି । ସେ ଆଉ ମଧ୍ୟ କହିଛନ୍ତି ଜଗନ୍ନାଥଙ୍କ ରଥ ତାଙ୍କ ଇଚ୍ଛାରେ ଅଟକେ । କଂଗ୍ରେସ ପାଖରେ କିଛି ମୁଦ୍ଦା ନାହିଁ ଲୋକଙ୍କୁ କହିବାକୁ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 24 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 29 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ