ଆଲୋଚନା ସରିଛି, ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ

Spread the love


ଜେଏମଜେ ବ୍ୟୁରୋ : ୭ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଯେ ୭ ଦଫା ଦାବିକୁ ନେଇ ସଫଳ ଆଲୋଚନା ହୋଇସାରିଛି । ସମସ୍ତ ଦାବିର ସମାଧାନ କରାଯିବା ନେଇ ମଧ୍ୟ ସରକାର ଡ୍ରାଇଭର ମହାସଂଘକୁ ପ୍ରତିଶ୍ରୁତି ଦେଇସାରିଛନ୍ତି । ସଫଳ ଆଲୋଚନା ପରେ ମଧ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।
ରାଜ୍ୟରେ ପେଟ୍ରୋଲ ଡିଜେଲର ଅଭାବ ସମସ୍ୟା ଆଉ ନାହିଁ ।

୪୦୦ରୁ ଉର୍ଦ୍ଧ୍ବ ପେଟ୍ରୋଲ ଓ ଡିଜେଲ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇଛି । ୩୫ରୁ ଉର୍ଦ୍ଧ୍ବ ଡ୍ରାଇଭର ସଂଘ ପରିବହନ ବିଭାଗ ସହ ରହିଛନ୍ତି । ଆନ୍ଦୋଳନକାରୀ ଡ୍ରାଇଭରମାନେ ଯେଉଁ ଗାଡ଼ି ଚାଳକଙ୍କୁ ଆକ୍ରମଣ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଡ୍ରାଇଭରମାନେ ଆନ୍ଦୋଳନ ନାମରେ ଜନସାଧାରଣଙ୍କୁ ହଇରାଣ କରିବା ସରକାର ଗ୍ରହଣ କରିବେ ନାହିଁ । କଂଗ୍ରେସ ଡ୍ରାଇଭରଙ୍କୁ ନେଇ ରାଜନୀତି କରୁଛନ୍ତି । ପ୍ରତି ୧୦୦ କିଲୋମିଟର ଦୂରରେ ଡ୍ରାଇଭରମାନଙ୍କ ନିମନ୍ତେ ଆଶ୍ରୟସ୍ଥଳୀ ପାଇଁ ସରକାର ଖୁବଶୀଘ୍ର ପଦକ୍ଷେପ ନେବେ ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ