ମନ୍ତ୍ରୀଙ୍କ ବଡ ଘୋଷଣା : ଦୟା ନଦୀରେ ହେବ ୫ଟି ମେଗା ପ୍ରକଳ୍ପ

Spread the love

ଜେଏମଜେ ବ୍ୟୁରୋ : ଦୟାରୁ ଜଳ ଉଠାଣ ପାଇଁ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଡେଲାଙ୍ଗରେ ହେବ। ଏସମ୍ପକରେ ବାଚସ୍ପତି କହିଛନ୍ତି ଯେ ପ୍ରଦୂଷଣ ମୁକ୍ତ ଜଳ ସଂରକ୍ଷଣକୁ ସରକାର ଗୁରୁତ୍ୱ ଦିଅନ୍ତୁ। ସେହିପରି ଲୁଣି ପାଣି ହେବ ପିଇବା ପାଣି ଯୋଗ୍ୟ। ଯାଜପୁରର ଅନେକ ସ୍ଥାନରେ ଲୁଣି ପାଣି ସମସ୍ୟା ଦୀର୍ଘ ଦିନ ହେବ ରହିଆସିଛି। ଲୁଣିପାଣିକୁ ମଧୁର ଜଳରେ ପରିଣତ କରିବାକୁ ଟେକ୍ନୋଲୋଜି ଏଯାଏଁ ରାଜ୍ୟରେ କାର୍ଯ୍ୟକାରୀ ହୋଇନାହିଁ, ହେଲେ ସମସ୍ୟା ଦୂରେଇବାକୁ ଏକ କମ୍ପାନୀ ସହ ଆଲୋଚନା ଚାଲିଥିବା ମନ୍ତ୍ରୀ କହିଛନ୍ତି।

ଦୟାରୁ ଜଳ ଉଠାଣ ପାଇଁ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଡେଲାଙ୍ଗରେ ହେବ। ଏସମ୍ପକରେ ବାଚସ୍ପତି କହିଛନ୍ତି ଯେ ପ୍ରଦୂଷଣ ମୁକ୍ତ ଜଳ ସଂରକ୍ଷଣକୁ ସରକାର ଗୁରୁତ୍ୱ ଦିଅନ୍ତୁ। ସେହିପରି ଲୁଣି ପାଣି ହେବ ପିଇବା ପାଣି ଯୋଗ୍ୟ। ଯାଜପୁରର ଅନେକ ସ୍ଥାନରେ ଲୁଣି ପାଣି ସମସ୍ୟା ଦୀର୍ଘ ଦିନ ହେବ ରହିଆସିଛି। ଲୁଣିପାଣିକୁ ମଧୁର ଜଳରେ ପରିଣତ କରିବାକୁ ଟେକ୍ନୋଲୋଜି ଏଯାଏଁ ରାଜ୍ୟରେ କାର୍ଯ୍ୟକାରୀ ହୋଇନାହିଁ, ହେଲେ ସମସ୍ୟା ଦୂରେଇବାକୁ ଏକ କମ୍ପାନୀ ସହ ଆଲୋଚନା ଚାଲିଥିବା ମନ୍ତ୍ରୀ କହିଛନ୍ତି।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ