ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ

Spread the love

ଜେଏମଜେ ବ୍ୟୁରୋ : ରାଷ୍ଟ୍ରପତିଙ୍କ ଆଗମନ ପାଇଁ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଡିସିପି ଜଗମୋହନ ମୀନା ଓ ଅତିରିକ୍ତ କମିଶନର ନରସିଂହ ଭୋଳ ଏମ୍ସରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୦ ପ୍ଲାଟୁନ ଫୋର୍ସ ଭୁବନେଶ୍ୱରରେ ନିୟୋଜିତ ହେବେ ।

୮ ଜଣ ଡିସିପି ର୍ୟାଙ୍କ ଅଫିସର, ୧୧ ଜଣ ଏଡିସିପି, ୩୧ ଜଣ ଏସିପି, ୪୪ ଇନ୍ସପେକ୍ଟର ଓ ୧୮୦ ଜଣ ଏସ୍ଆଇ ନିୟୋଜିତ ହେବେ । ସେହିପରି ଏମ୍ସ ଭୁବନେଶ୍ୱର, ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ଚେକ୍ପୋଷ୍ଟ୍ରେ ପୁଲିସ ଫୋର୍ସ ମୁତୟନ ରହିବେ ଡିସିପି ଶ୍ରୀ ମୀନା ସୂଚନା ଦେଇଛନ୍ତି । ରବିବାର ପୁଲିସର କାର୍କେଡ୍ ରିହର୍ସାଲ୍ କରାଯିବ ।

ପ୍ରକାଶଥାଉକି, ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ ରହିଛି । ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ଫେରିଯିବେ ।

  • jmjnewso

    Related Posts

    ଜନତା ମାଗେ ଜବାବ 30 ଜୁଲାଇ 2026

    Spread the love

    Spread the love

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ