ସାମ୍ବାଦିକ ସଂଘର ଷଷ୍ଠ ମାସିକ ବୈଠକ

Spread the love

ଢେଙ୍କାନାଳ 🙁 ଜେଏମଜେ ନ୍ୟୁଜ )ହିନ୍ଦୋଳ ଉପଖଣ୍ଡ ସାମ୍ବାଦିକ ସଂଘର ଷଷ୍ଠ ମାସିକ ବୈଠକ ବାଉଁଶ ପୋଖରୀ ପଞ୍ଚାୟତର ଶିବ ମନ୍ଦିର ପ୍ରାଙ୍ଗଣରେ ସଂଘର ସଭାପତି ସନ୍ତୋଷ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସଂଘ ଆଗକୁ ଆଗକୁ କିପରି ଭାବେ ବଢ଼ି ଚାଲିବ ଓ ସଂଘ ତରଫରୁ ଗରିବ, ଅସହାୟ,ନିରୀହ, ଅବହେଳିତ ଅବସ୍ଥାରେ ପଡ଼ି ରହିଥିବା ଲୋକ ମାନଙ୍କୁ ସାହାଯ୍ୟ ସହଯୋଗ କରିବା ଓ ଅନ୍ୟାୟ ,ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କରିବା ସହିତ ସଂଘ ତରଫରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା l ଓ ସଂଘର ସଦସ୍ୟ ମାନଙ୍କ ମତା ମତ ନିଆଯାଇ ପଞ୍ଚାୟତ କୁ ଯାଇ ଲୋକ ମାନଙ୍କ ଅଭିଯୋଗ ଶୁଣିବା ଓ ସେମାନେ କିପରି ସରକାରୀ ସୁବିଧା ପାଇବେ ସେଥି ପ୍ରତି ସଂଘ ତରଫରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ କରିବା ପାଇଁ ନିଷ୍ପତି ଗ୍ରହଣ କରାଗଲା l ଏହି ବୈଠକରେ ସୁଶାନ୍ତ କୁମାର ପାଳ, ସଂଗ୍ରାମ କେଶରୀ ବେହେରା, ଗୋବିନ୍ଦ ଚନ୍ଦ୍ର ନାଏକ, ପ୍ରଭାସ କୁମାର ସାହୁ, ବିଜୟ କୁମାର ବେହେରା, ନରେନ୍ଦ୍ର କୁମାର ନାଏକ, ଦୁଃଶାସନ ନାଏକ, ଚୈତନ୍ୟ ସାମଲ ସନ୍ତୋଷ କୁମାର ଦାସ,ପ୍ରକାଶ ଚନ୍ଦ୍ର ନାଥ, ପ୍ରଶାନ୍ତ କୁମାର ନାଏକ ଯୋଗ ଦେଇଥିଲେ

ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ରଙ୍କ ରିପୋର୍ଟ

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ