ରାଜ୍ୟରେ ଆଇନଶୃଙ୍ଖଳା ବିଗିଡ଼ି ଯାଇଛି : ଆଲୋଚନା ପାଇଁ ରାଷ୍ଟ୍ରପତିଙ୍କୁ ୫ ମିନିଟ୍ ସମୟ ମାଗିଲା ବିଜେଡ଼ି

Spread the love

ଜେଏମଜେ ବ୍ୟୁରୋ : ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଦୁଇଦିନିଆ ଗସ୍ତକାଳରେ ସେ ଭୁବନେଶ୍ବର ସମେତ ରାଜ୍ୟର ଅନ୍ୟସ୍ଥାନରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ ରାଷ୍ଟ୍ରପତିଙ୍କୁ ଦେଖା କରିବା ପାଇଁ ବିଜୁ ଜନତା ଦଳ ୫ ମିନିଟ ସମୟ ମାଗିଛି।

ରାଜ୍ୟରେ ଅରାଜକତା ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ବିଜେଡି ଅଭିଯୋଗ ଆଣିଛି। ଏନେଇ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବାକୁ ବିଜେଡି ନିବେଦନ କରିଛି। ଓଡ଼ିଶାରେ ଏବେ ଆଇନ ଶୃଙ୍ଖଳା ସ୍ଥିତି ପୁରା ବିଗିଡି ଯାଇଛି । ରାଜ୍ୟରେ ମହିଳା ସୁରକ୍ଷିତ ନାହାନ୍ତି । ପ୍ରତିଦିନ ୧୫ ଜଣ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି। ନିଜେ ରାଷ୍ଟ୍ରପତି ଏବେ ଭରସା ଦେବା ପାଇଁ ଆଶା କରିଛୁ ବୋଲି ବିଜେଡି କହିଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 17 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 34 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 28 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 39 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 30 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ