ବିଜେଡି ଜିଲ୍ଲାପରିଷଦ ସଭ୍ୟା ସ୍ଵାମୀଙ୍କ ଦାଦlଗିରି l ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ, ଥାନାରେ ଏତଲା.

Spread the love

ଢେଙ୍କାନାଳ (: ଜେଏମଜେ ନ୍ୟୁଜ ): ବିଜେଡି ଜିଲ୍ଲାପରିଷଦ ସଭ୍ୟା ସ୍ଵାମୀଙ୍କ ଦାଦlଗିରି l ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ l ଥାନାରେ ଲିଖିତ ଅଭିଯୋଗ କଲା ଉପଖଣ୍ଡ ସାମ୍ବାଦିକ ସଂଘ l ଏହିପରି ଘଟଣା ସାମ୍ନାକୁ ଆସିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ମାହାଲୁଣ୍ଡା ପଞ୍ଚାୟତର କୃଷ୍ଣଚନ୍ଦ୍ର ପୁର ଗ୍ରାମରେ ଥିବା ମନ୍ଦିର ବନ୍ଧ ଗାର୍ଡ ୱାଲ୍ କାର୍ଯ୍ୟରେ ଏହି କାର୍ଯ୍ୟ କରୁଥିବା ୧ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟାଙ୍କ ସ୍ବାମୀ ୱାଲ୍ କାମ ଅତି ନି ମ୍ନ ମାନର କାମ ହେଉଥିବା ଓ ସିମେଣ୍ଟ ନଦେଇ ଖାଲି କ୍ରସର୍ ଗୁଣ୍ଡ ଫେଣ୍ଟି ୱାଲ୍ କାମ କରୁଥିବା ଦେଖି ସାମ୍ବାଦିକ ଚୈତନ୍ୟ ସାମଲ ସେହି କାର୍ଯ୍ୟର ଫଟୋ ଉଠାଇବା ସମୟରେ ଚୈତନ୍ୟ ସାମଲ ଙ୍କୁ ଗାଳି ଗୁଲଜ କରିବା ସହିତ ଆକ୍ରମଣ କରି ତାଙ୍କ ମୋବାଇଲ ଛଡ଼ାଇ ଫୋପାଡି ଦେଇଥିଲେ ଓ ଯାହା ଫଳରେ ମୋବାଇଲ ଭାଙ୍ଗି ଯାଇଥିଲା l ତେଣୁ ଉପଖଣ୍ଡ ସାମ୍ବାଦିକ ସଂଘର ସଦସ୍ୟ ଚୈତନ୍ୟ ସାମଲ ଏହି ବିଷୟ ରେ ସଂଘ କୁ ଜଣାଇଥିଲେ ଓ ସଂଘ ର ନିର୍ଦ୍ଦେଶ କ୍ରମେ ଚୈତନ୍ୟ ସାମଲ ଜିଲ୍ଲାପରିଷଦ ସଭ୍ୟା ସ୍ବାମୀ ଙ୍କ ବିରୋଧରେ ବାଲିମି ଥାନାରେ ଏତଲା ଦେଇଛନ୍ତି ଓ ଏହି ଏତଲା କୁ ଥାନା ଅଧିକାରୀ ସଲିଳ କୁମାର ପ୍ରଧାନ ଗ୍ରହଣ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ l

ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ରଙ୍କ ରିପୋର୍ଟ

  • jmjnewso

    Related Posts

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 16 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 24 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 20 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 8 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର