ପୀଡିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

Spread the love

ଜେଏମଜେ ବ୍ୟୁରୋ : ଏଫଏମ କଲେଜରେ ଜୀଅନ୍ତା ଜଳି ହାତ୍ମାହୁତି ହେଇଥିବା ପୀଡ଼ିତା ସୌମ୍ୟାଶ୍ରୀଙ୍କୁ ଭେଟିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୌମ୍ୟାଶ୍ରୀଙ୍କ ଅବସ୍ଥା ପଚାରି ବୁଝିବା ସାଙ୍ଗକୁ ଡାକ୍ତରଙ୍କ ସହ ଚିକିତ୍ସା ସମ୍ପର୍କରେ ସମ୍ପୂର୍ଣ୍ଣ ଆଲୋଚନା କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଏକ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିବାବେଳେ ବର୍ଣ୍ଣ ୟୁନିଟିକୁ ଯାଇ ସୋମ୍ୟାଶ୍ରୀଙ୍କୁ ଭେଟିଛନ୍ତି ।

ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ଉପସ୍ଥିତ ଥିବା ଜଣାପଡ଼ିଛି । ଏଫଏମ କଲେଜର ନିଲମ୍ବିତ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ଆଜି ପୋଲିସ ଗିରଫ କରିଛି । ସେପଟେ ଏଜୁକେଶନ ଡିପାର୍ଟମେଣ୍ଟ ଏଚଓଡି, ଯେ ସୌମ୍ୟାଶ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିଲେ ତାଙ୍କୁ ମଧ୍ୟ ପୂର୍ବରୁ ପୋଲିସ ଗିରଫ କରିସାରିଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 16 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 24 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 20 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 8 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର