ବଦଳିଲେ ୨ ରାଜ୍ୟର ରାଜ୍ୟପାଳ।

Spread the love

ଜେଏମଜେ ବ୍ୟୁରୋ : ବଦଳିଲେ ୨ ରାଜ୍ୟର ରାଜ୍ୟପାଳ। ଗୋଆ ଓ ହରିୟାଣା ପାଇଁ ନୂଆ ରାଜ୍ୟପାଳ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାବ୍ୟତୀତ ଲଦାଖରେ ନୂଆ ଉପରାଜ୍ୟପାଳ ନିଯୁକ୍ତ କରିଛନ୍ତି । ଅସୀମ କୁମାର ଘୋଷ ହରିୟାଣାର ରାଜ୍ୟପାଳ ଭାବେ ନିଯୁକ୍ତି ହୋଇଛନ୍ତି । ସେହିପରି ପୁଷ୍ପପତି ଅଶୋକ ଗଜପତି ରାଜୁ ଗୋଆର ରାଜ୍ୟପାଳ ହୋଇଛନ୍ତି ।

ଲଦାଖ ଦାୟିତ୍ବରେ କବୀନ୍ଦ୍ର ଗୁପ୍ତାଙ୍କୁ ଉପରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଉପରାଜ୍ୟପାଳ ପଦରୁ ବ୍ରିଗେଡିୟର ବି.ଡି ମିଶ୍ରାଙ୍କ ଇସ୍ତପା ଗ୍ରହଣ କରିଛନ୍ତି। ଯାହା ପରେ ନୂଆ ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି ।

  • jmjnewso

    Related Posts

    ଜନତା ମାଗେ ଜବାବ 30 ଜୁଲାଇ 2026

    Spread the love

    Spread the love

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ