ଦିଲ୍ଲୀରେ ବର୍ଷିଲେ ବିଧାୟିକା ସୋଫିଆ ଫିର୍ଦ୍ଦୋସ

Spread the love

ଜେଏମଜେ ବ୍ୟୁରୋ : ଅଳକା ଲମ୍ବା କହିଛନ୍ତି ଯେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀ ଜଣେ ଏବିଭିପି (ବିଜେପିର ଛାତ୍ର ସଂଗଠନ)ର ସକ୍ରିୟ ସଦସ୍ୟା ଥିଲେ। ଛାତ୍ରୀ ଜଣକ କଲେଜ ପ୍ରଶାସନ ଏବଂ ଏକ ଏଚଓଡିଙ୍କ ବିରୁଦ୍ଧରେ ଯୌନ ନିର୍ଯାତନାର ଅଭିଯୋଗ କରିଥିଲେ, ମାତ୍ର ତାଙ୍କ ଅଭିଯୋଗକୁ ଗୁରୁତ୍ୱ ନଦେବା ଫଳରେ ସେ ମାନସିକ ଭାବେ ଆଘାତପ୍ରାପ୍ତ ହୋଇଥିଲେ।୧୧ ଦିନ ଧରି ନ୍ୟାୟ ଦାବି କରିବା ପରେ ମଧ୍ୟ କୌଣସି ତଦନ୍ତ ନହୋଇଥିବାରୁ ସେ ମର୍ଯ୍ୟାଦା ପାଇଁ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଅଳକା ଓଡ଼ିଶାରେ ବିଜେପି ସରକାରଙ୍କ ଶାସନକାଳରେ ମହିଳା ବିରୋଧୀ ଅପରାଧ ବୃଦ୍ଧି ପାଇଥିବାର ଦାବି କରିଛନ୍ତି।

ସେହିପରି, ବିଧାୟିକା ସୋଫିଆ ଫିର୍ଦ୍ଦୋସ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଇସ୍ତଫା ଦାବି କରିଛନ୍ତି। ସେ କହିଛନ୍ତି, “ଏହି ଘଟଣା ଓଡ଼ିଶାର ବିଫଳ ପ୍ରଶାସନିକ ବ୍ୟବସ୍ଥାକୁ ଉଜାଗର କରିଛି। ଛାତ୍ରୀଟି ନ୍ୟାୟ ପାଇଁ ସଂଘର୍ଷ କରିଥିଲେ, ମାତ୍ର ତାଙ୍କୁ ନିରାଶ ହେବାକୁ ପଡିଲା। ଏହା ଏକ ଲଜ୍ଜାଜନକ ଘଟଣା ଯାହା ରାଜ୍ୟରେ ମହିଳା ସୁରକ୍ଷା ନେଇ ଗମ୍ଭୀର ପ୍ରଶ୍ନ ଉଠାଇଛି।”

ସୋଫିଆ ଆହୁରି ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏହି ବିଷୟରେ ମୋଣ ଭାଙ୍ଗି ବକ୍ତବ୍ୟ ଦେବାକୁ ଅନୁରୋଧ କରିଛନ୍ତି। ତାଙ୍କ ମତରେ, ଓଡ଼ିଶାରେ ମହିଳା ଏବଂ ଝିଅମାନଙ୍କ ପ୍ରତି ଅପରାଧ ବୃଦ୍ଧି ପାଇଥିବା ବେଳେ କେନ୍ଦ୍ର ସରକାରର ନୀରବତା ଚିନ୍ତାର ବିଷୟ। ଏହି ଘଟଣା ପରେ ରାଜ୍ୟରେ ମହିଳା ସୁରକ୍ଷା ନେଇ ପୁନର୍ବାର ବିବାଦ ଆରମ୍ଭ ହୋଇଛି।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 23 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 27 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ