ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ : ୨୪ ଘଣ୍ଟାରେ ସବୁ କଲେଜରେ ଗଠନ ହେବ ଇଣ୍ଟରନାଲ କମିଟି.

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏସବୁ ଭିତରେ ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି। ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢ଼ିବାକୁ ଚିଠି ଲେଖାଯାଇଛି।

୨୪ ଘଣ୍ଟା ମଧ୍ୟରେ ଇଣ୍ଟରନାଲ କମିଟି ନେଇ ରିପୋର୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ସବୁ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି ପଠାଯାଇଛି। କମିଟି ସଦସ୍ୟଙ୍କ ନାଁ ଓ କଣ୍ଟାକ୍ଟ ନମ୍ବର ସ୍ପଷ୍ଟ ଚିହ୍ନିତ ସ୍ଥାନରେ ଡିସ୍ପ୍ଲେ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ବାବଦରେ ବିସ୍ତୃତ ତଥ୍ୟ HIMS ପୋର୍ଟାଲରେ ଅପ୍‌ଲୋଡ ହେବ। ଯୌନ ନିର୍ଯାତନା ବାବଦରେ ସଚେତନ ପାଇଁ ତୁରନ୍ତ ୱାର୍କସପ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 16 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 24 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 20 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 8 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର