ହୁଲୁସ୍ତୁଲ ସାରା ଓଡିଶା: ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ।ମୁଖ୍ୟମନ୍ତ୍ରୀଙ୍କ କୋକେଇ କରି ଯାତ୍ରା..

Spread the love

ଜେଏମଜେ ବ୍ୟୁରୋ : ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ଘେରିଛନ୍ତି। ଗୋଟିଏ ପଟେ ସାରା ରାଜ୍ୟରେ ବିଜେଡି ବିକ୍ଷୋଭ କରିବ ବୋଲି କହିଥିବା ବେଳେ ଅନ୍ୟପଟେ ଯୁବ କଂଗ୍ରେସ ପକ୍ଷରୁ ଏକ କୋକୋଇ ଶୋଭାଯାତ୍ରା ରାମ ମନ୍ଦିର ଠାରୁ ସତ୍ୟ ନଗର ଶ୍ମଶାନ ଯାଏଁ ଯିବ ବୋଲି ଘୋଷଣା କରିଛି।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ କୋକେଇ କରାଯିବ। ରାଜ୍ୟରେ ସରକାର ଚିର ନିଦ୍ରାରେ ଶୋଇଥିବାରୁ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରାଯିବ ବୋଲି ଜଣାପଡିଛି।

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା ରାଜ୍ୟରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିବ।

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି,ଶେଷରେ ଭାଜପା ଦଳର ଏବିଭିପିର ଝିଅ ବି ବାଦ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ଭାଜପା ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିବ ବୋଲି ଭକ୍ତ ଚରଣ ଦାସ ପ୍ରକାଶ କରିଛନ୍ତି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍