ସନ୍ଧ୍ୟା ସୁଦ୍ଧା ଆସିପାରେ ବଡ଼ ନିଷ୍ପତ୍ତି।

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ୱର FM କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା । ସନ୍ଧ୍ୟା ସୁଦ୍ଧା ଆସିପାରେ ବଡ଼ ନିଷ୍ପତ୍ତି। ମୁଖ୍ୟମନ୍ତ୍ରୀ କଟକରୁ ଫେରିବା ପରେ ବଡ ନିଷ୍ପତ୍ତି ନେଇ ପାରନ୍ତି ସରକାର। ରାଜସ୍ୱ ମନ୍ତ୍ରୀ କହିଛନ୍ତି, ବାଲେଶ୍ୱର ଘଟଣା ସରକାରଙ୍କୁ ବ୍ୟଥିତ କରିଛି, କଷ୍ଟ ଦେଇଛି । ପୀଡିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡିବ କରିବେ ସରକାର । ଏହି ଘଟଣାରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠନ ହେବ।

ଦୁଇ ଉପ ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଘଟଣାର ସରକାରୀ ଭାବେ ସମୀକ୍ଷା କରାଯାଇଥିଲା। ରାଜସ୍ୱ ମନ୍ତ୍ରୀ କହିଥିଲେ କେବଳ HOD କି ଅଧ୍ୟକ୍ଷ ନୁହନ୍ତି ଝିଅ ଆତ୍ମହତ୍ୟା କରିବା ପାଇଁ ସ୍ଥିତି ସୃଷ୍ଟି କରିଥିବା ଯେ କୌଣସି ବ୍ୟକ୍ତି ବି ତଦନ୍ତର ପରିସରରକୁ ଆସିବେ । ସରକାରଙ୍କ ଏକ ମାତ୍ର ଲକ୍ଷ ପୀଡିତାଙ୍କୁ ନ୍ୟାୟ ଦେବା । ବିରୋଧୀଙ୍କ ନ୍ୟାୟିକ ତଦନ୍ତ ଦାବି ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ କହିଲେ ପୂର୍ବ ସରକାରରେ ଅନେକ ଘଟଣାରେ ନ୍ୟାୟିକ ତଦନ୍ତ ହୋଇଥିଲା ହେଲେ ରିପୋର୍ଟ ଆସିଲାନି କି କାର୍ଯ୍ୟାନୁଷ୍ଠାନ ହେଲାନି । ଘଟଣା କୁ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି ଏହାର ଅଗ୍ରଗତି କେମିତି ଚାଲିଛି ଆଉ କଣ ପଦକ୍ଷେପ ଆବଶ୍ୟକ ସେ ସବୁର ତର୍ଜମା କରିଛୁ। ମୁଖ୍ୟମନ୍ତ୍ରୀ ଙ୍କ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 24 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 27 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ